ଝାରସୁଗୁଡା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଭାବେ ତରୁଣ ପାଣ୍ଡେଙ୍କ ନାମ ଘୋଷଣା କରିଛି କଂଗ୍ରେସ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପକ୍ଷରୁ ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରାଯାଇଛି। ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।
